କ୍ରେଡିଟ କାର୍ଡ଼
ବାକିରେ ଜିନିଷ କିଣି ପରେ ଏହାର ମୂଲ୍ୟ ଦେଇପାରିବା ସୁଵିଧାଯୁକ୍ତ କାର୍ଡ଼ / From Wikipedia, the free encyclopedia
କ୍ରେଡିଟ କାର୍ଡ଼ ବା ବାକି କାର୍ଡ ଏକ ଛୋଟ ପ୍ଲାଷ୍ଟିକ କାର୍ଡ ଅଟେ । ଏହି କାର୍ଡଦ୍ୱାରା ଜିନିଷପତ୍ର କିଣିଲେ ଆଗ ପଇସା ଦେବାକୁ ପଡେନାହିଁ । ପ୍ରଥମେ ବାକିରେ ଏହି କାର୍ଡ଼ଧାରୀ ଜିନିଷ କିଣି ପରେ ଏହାର ମୂଲ୍ୟ ଦେଇପାରିବେ ।[1] ଏହି କାର୍ଡଦ୍ୱାରା ଏଟିଏମ କିମ୍ବା ବ୍ୟାଙ୍କରୁ ନଗଦ ଅର୍ଥ ମଧ୍ୟ ଉଠାଯାଇ ପାରେ । କିଣିଥିବା ଜିନିଷର ପଇସା ସଠିକ ସମୟରେ ଦେଇନପାରିଲେ ଉଚ୍ଚ ହାରରେ ସୁଧ ସହିତ ମୂଳ ଦେବାକୁ ପଡ଼ିଥାଏ ।[2]