ନୂତନ ବର୍ଷFrom Wikipedia, the free encyclopedia ନୂତନ ବର୍ଷ ଏକ ଉତ୍ସବ ରୂପେ ସମସ୍ତ ବିଶ୍ୱରେ ଅଲଗା ଅଲଗା ସ୍ଥାନରେ ଅଲଗା ଅଲଗା ତିଥି ତଥା ବିଧିରେ ପାଳନ କରାଯାଏ । ବିଭିନ୍ନ ସମ୍ପ୍ରଦାୟର ନବବର୍ଷ ସମାରୋହ ଭିନ୍ନ ଭିନ୍ନ ହୋଇଥାଏ ଏବଂ ଏହାର ମହତ୍ୱର ମଧ୍ୟ ବିଭିନ୍ନ ସଂସ୍କୃତିରେ ପରସ୍ପର ଭିନ୍ନତା ହୋଇଥାଏ । ନୂଆ ବର୍ଷ ଅବସରରେ ଉପଭୋଗ କରାଯାଉଥିବା ଏକ ଦୃଶ୍ୟ
ନୂତନ ବର୍ଷ ଏକ ଉତ୍ସବ ରୂପେ ସମସ୍ତ ବିଶ୍ୱରେ ଅଲଗା ଅଲଗା ସ୍ଥାନରେ ଅଲଗା ଅଲଗା ତିଥି ତଥା ବିଧିରେ ପାଳନ କରାଯାଏ । ବିଭିନ୍ନ ସମ୍ପ୍ରଦାୟର ନବବର୍ଷ ସମାରୋହ ଭିନ୍ନ ଭିନ୍ନ ହୋଇଥାଏ ଏବଂ ଏହାର ମହତ୍ୱର ମଧ୍ୟ ବିଭିନ୍ନ ସଂସ୍କୃତିରେ ପରସ୍ପର ଭିନ୍ନତା ହୋଇଥାଏ । ନୂଆ ବର୍ଷ ଅବସରରେ ଉପଭୋଗ କରାଯାଉଥିବା ଏକ ଦୃଶ୍ୟ