ବିଜ୍ଞାନFrom Wikipedia, the free encyclopedia ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ"[1]) ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା । [2][3]ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା । ବିଜ୍ଞାନ ପ୍ରକୃତିର ଓଢ଼ଣା ଟାଣି ସତକୁ ବାହାରକୁ ଆଣିବାର ଏକ ମଜାଳିଆ ଚେଷ୍ଟା
ବିଜ୍ଞାନ (ବିଶେଷ ଜ୍ଞାନ) (ବା Science Latin: scientiaରୁ ଆସିଅଛି ଯାହାର ଅର୍ଥ "ଜ୍ଞାନ"[1]) ବିଶ୍ୱର ଏକ ଜ୍ଞାନକୁ ଏକ ଉପଯୁକ୍ତ ପରଖାଯାଇ ପାରୁଥିବା ବୈଜ୍ଞାନିକ ସିଦ୍ଧାନ୍ତ ଓ ଅନୁମାନ ସହ ପ୍ରମାଣ କରାଯାଇପାରୁଥିବା ବ୍ୟବସ୍ଥା । [2][3]ପୂର୍ବେ ବିଜ୍ଞାନ ଅଧିକ ଦର୍ଶନ ପର୍ଯବେଶିତ ଥିଲା । ବିଜ୍ଞାନ ପ୍ରକୃତିର ଓଢ଼ଣା ଟାଣି ସତକୁ ବାହାରକୁ ଆଣିବାର ଏକ ମଜାଳିଆ ଚେଷ୍ଟା